The Ultimate Managed Hosting Platform
ADVERTISEMENT

୫ ଅଳଙ୍କାର ଦୋକାନ ବିକୁଥିଲେ ନକଲି ସୁନା

Facebook
Twitter
LinkedIn

ଭୁବନେଶ୍ୱର : ୫ ଅଳଙ୍କାର ଦୋକାନ ବିକୁଥିଲେ ନକଲି ସୁନା । ନକଲି ହଲମାର୍କ ପାଇଁ ଅମ୍ବିକା ଜୁଏଲର୍ସ ବିରୁଦ୍ଧରେ କୁଚିଣ୍ଡା କୋର୍ଟରେ ମାମଲା ପଞ୍ଜିକୃତ ହୋଇଛି । ଜଗତସିଂହପୁର ଜିଲ୍ଲା କୁଜଙ୍ଗର ରାଜଶ୍ରୀ ଜୁଏଲର୍ସ, ପୁରୀର ସୁନା ଏବଂ ଚାନ୍ଦି, ସମ୍ବଲପୁରର ଅଳଙ୍କାର ଜୁଏଲର୍ସ ଏବଂ ବରଗଡ଼ର ରାଧାକାନ୍ତ ଜୁଏଲରର ଲାଇସେନ୍ସ ବାତିଲ କରାଯାଇଛି । ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ।୨୦୨୨-୨୩ ରେ ମାପକରେ ତ୍ରୁଟି ଯୋଗୁ ୬ ଟି ମାମଲା ରୁଜୁ କରାଯାଇ ୨ଲକ୍ଷ ୩୫୦୦ ଟଙ୍କା ଜରିମାନା ଆଦାୟ ହୋଇଛି । ସେହିପରି ୨୦୨୩-୨୪ ରେ ୬ଟି ମାମଲା ରୁଜୁ କରାଯାଇ ୧ ଲକ୍ଷ ୫୫ ହଜାର ଜରିମାନା ଆଦାୟ ହୋଇଛି । ୨୦୨୪-୨୫ ରେ ନଭେମ୍ବର ସୁଦ୍ଧା ୪ଟି ମାମଲା ସହ ୪୮ ହଜାର ଜରିମାନା ଆଦାୟ ହୋଇଛି ବୋଲି । କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଲିଖିତ ଉତ୍ତର ରଖିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login