The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Facebook
Twitter
LinkedIn

ଭୁବନେଶ୍ୱର : ହିଟ୍ ୱେଭକୁ ଦୃଷ୍ଟିରେ ରଖି ୫ ଜିଲ୍ଲା ୟେଲୋ ୱା ର୍ଣ୍ଣିଂ ଜାରି । ସୁନ୍ଦରଗଡ , ଝାରସୁଗୁଡା , ସମ୍ବଲପୁର ଜିଲ୍ଲାକୁ ହିଟ୍ ୱେଭ ୱାର୍ଣ୍ଣିଂ । ସୋନପୁର ଓ ବଲାଙ୍ଗିର ଜିଲ୍ଲାକୁ ମଧ୍ୟ ହିଟ୍ ୱେଭ୍ ୱ୍ାର୍ଣ୍ଣିଂ ଜାରି ।

୨୨ ଯାଏ ଭୟଙ୍କର ଗ୍ରୀଷ୍ମପ୍ରବାହ ବହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। କ୍ରମାଗତ ଭାବେ ପଶ୍ଚିମ ଓ ଉତ୍ତରପଶ୍ଚିମ ଦିଗରୁ ଗରମ ତଥା ଶୁଷ୍କ ବାୟୁ ଓଡ଼ିଶା ମଧ୍ୟକୁ ପ୍ରବେଶ କରିବା ଆଶଙ୍କା ଥିବାରୁ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ।
ଦିନ ତାପମାତ୍ରା ୩ରୁ ୪ ଡିଗ୍ରୀ ବଢିବ। ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ୪୫ ଡିଗ୍ରୀ ଛୁଇଁଯିବ। ଆସନ୍ତାକାଲି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ଅନୁଗୁଳ, ଦେବଗଡ଼, ବୌଦ୍ଧ ଓ ବଲାଙ୍ଗିର ଆଦି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login