ନୂଆଦିଲ୍ଲୀ : ରେପୋ ରେଟରେ ପରିବର୍ତ୍ତନ ଆଣିଲା ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ । ମୁଦ୍ରାନୀତି ବିବୃତ୍ତି ଉପରେ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରାଙ୍କ ସୂଚନା । ୫ ବର୍ଷ ପରେ ରେପୋ ରେଟରେ ପରିବର୍ତ୍ତନ ଆଣିଲା ଆରବିଆଇ । ରେପୋ ରେଟ ବେସିସ ପଏଣ୍ଟ ୦.୨୫ ପ୍ରତିଶତକୁ ହ୍ରାସ । ରେପୋ ରେଟ ୬ ଦଶମିକ ୫୦ରୁ ୬ ଦଶମିକ ୨୫ ପ୍ରତିଶତକୁ ହ୍ରାସ କରାଯାଇଛି । ରେପୋ ରେଟରେ ଏହି ହ୍ରାସ ୫ ବର୍ଷ ପରେ କରାଯାଇଛି । ପୂର୍ବରୁ ଭାରତୀୟ ରିଜର୍ଭ ବ୍ୟାଙ୍କ ୨୦୨୦ ମସିହାରେ ରେପୋ ରେଟ ହ୍ରାସ କରିଥିଲା । କିନ୍ତୁ ଏହା ପରେ ଏହାକୁ ଧୀରେ ଧୀରେ ୬ ଦଶମକ ୫ ପ୍ରତିଶତକୁ ବୃଦ୍ଧି କରାଯାଇଥିଲା। ଶେଷ ଥର ପାଇଁ ଫେବୃଆରୀ ୨୦୨୩ରେ ରେପୋ ରେଟ୍ ବୃଦ୍ଧି କରାଯାଇଥିଲା । ରେପୋ ରେଟ୍ ହ୍ରାସ ପରେ ଋଣର EMI ହ୍ରାସ ପାଇବ। ବିଶ୍ୱ ଅର୍ଥନୀତି ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା କହିଛନ୍ତି ଆରବିଆର ଗଭର୍ଣ୍ଣର । ବିଶ୍ୱ ସ୍ତରରେ ମୁଦ୍ରାସ୍ଫୀତି ମଧ୍ୟ ବୃଦ୍ଧି ପାଉଛି। ଫେଡେରାଲ ରିଜର୍ଭ ବ୍ୟାଙ୍କ ଅନେକ ଥର ରେପୋ ରେଟ୍ ହ୍ରାସ କରିଛି । ସମଗ୍ର ବିଶ୍ୱର ଅର୍ଥନୀତି ପ୍ରଭାବିତ ହେଉଛି।
୫ ବର୍ଷ ପରେ ଖସିଲା ରେପୋ ରେଟ୍
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











