The Ultimate Managed Hosting Platform
ADVERTISEMENT

୫ ମାସରେ ଯାଇଛି ୪୦ ହାତୀଙ୍କ ଜୀବନ : ମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ଗତ ୫ ମାସରେ ୪୦ ହାତୀଙ୍କ ମୃତ୍ୟୁ । ଜୁଲାଇ ୧ ତାରିଖରୁ ନଭେମ୍ବର ୨୦ ମଧ୍ୟରେ ୪୦ ହାତୀ ମୃତ । ୫ଟି କଲରାପତରିଆ ବାଘ ଓ ୨୦୦ ଅନ୍ୟାନ୍ୟ ବନ୍ୟପ୍ରାଣୀ ମୃତ । ତୁଷାରକାନ୍ତି ବେହେରାଙ୍କ ପ୍ରଶ୍ନରେ ଗଣେଶ ରାମ ସିଂଖୁଣ୍ଟିଆଙ୍କ ଉତ୍ତର । ହାତୀ ମୃତ୍ୟୁ ମାମଲାରେ ଏପର୍ୟ୍ୟନ୍ତ ୨୬ ଜଣଙ୍କୁ ଗିରଫ କରାଯାଇଛି । ଏହାସହ ୨ ଜଣ ଫରେଷ୍ଟ ଗାର୍ଡ ଆଉ ଜଣେ ଫରେଷ୍ଟରଙ୍କୁ କାର୍ୟ୍ୟରେ ଅବହେଳା ପାଇଁ ନିଲମ୍ବନ କରାଯାଇଛି ବୋଲି ମନ୍ତ୍ରୀ ସୂଚନା ଦିଆଯାଇଛି । ସେପଟେ କଲରାପତରିଆ ବାଘ ମାମଲାରେ ୧୪ ଜଣ ଲୋକଙ୍କୁ ଗିରଫ କରାଯାଇଥିବା ସୂଚନା ଦେଇଛନ୍ତି ମନ୍ତ୍ରୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login