The Ultimate Managed Hosting Platform
ADVERTISEMENT

୬୦ ନଂ ଜାତୀୟ ରାଜପଥରେ ଅଜଣା ଗାଡ଼ି ଧକ୍କାରେ ବାଇକ୍ ଚାଳକ ମୃତ

Facebook
Twitter
LinkedIn

ଜଳେଶ୍ୱର : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଜଳେଶ୍ୱର ଥାନା ୬୦ ନଂ ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାଜଘାଟ ଠାରେ ଅଜଣା ଗାଡିଟି ଧକ୍କା ଦେବାରୁ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ ଆରୋହୀ ଜଣକ ଆରୁହା ଗ୍ରାମର ଅଶୋକ ନନ୍ଦୀ ବୋଲି ଜଣାପଡ଼ିଛି ।ଜଳେଶ୍ୱର ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ପ୍ରକ୍ରିୟା ଜାରୀ ରଖିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login