The Ultimate Managed Hosting Platform
ADVERTISEMENT

୬ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

Facebook
Twitter
LinkedIn

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଭୀଷଣ ବର୍ଷା ସମ୍ଭାବନା । ୬ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ, ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବରଗଡ଼, ନୂଆପଡ଼ା ଏବଂ ସମ୍ବଲପୁରକୁ ରେଡ୍ ୱାର୍ଣ୍ଣି ଜାରି କରାଯାଇଛି । ସେହିପରି ନବରଙ୍ଗପୁର, କନ୍ଧମାଳ, ବୌଦ୍ଧ, କଟକ, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ, ଢ଼େଙ୍କନାଳ ଜିଲ୍ଲାକୁ ଅରେଂଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ତଳିଆ ଅଞ୍ଚଳରେ ପାଣି ପଶିବା ସହ କଚ୍ଚା ଘର ପ୍ରତି ବିପଦ ରହିଛି । ଜଳବନ୍ଦୀ ପାଇଁ ଟ୍ରାଫିକ୍ ସମସ୍ୟା ଦେଖାଦେଇପାରେ । ବିଭିନ୍ନ ନଦୀର ଜଳସ୍ତର ବଢ଼ିବାର ଆଶଙ୍କା ରହିଥିବା ସୂଚନା ଦେଇଛନ୍ତି ପାଣିପାଗ ବିଭାଗ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login