The Ultimate Managed Hosting Platform
ADVERTISEMENT

୬ ସୁଦ୍ଧା ଘୁର୍ଣ୍ଣିବଳୟ!

Facebook
Twitter
LinkedIn

ଭୁବନେଶ୍ୱର : ବଙ୍ଗୋପସାଗରରେ ୬ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା । ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ଘୁର୍ଣ୍ଣିବଳୟ ସୃଷ୍ଟିର ୪୮ ଘଣ୍ଟା ପରେ ହୋଇପାରେ ଲଘୁଚାପ କ୍ଷେତ୍ର ।ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ପାଣିପାଗ ବିଭାଗର ସୂଚନା । ତେବେ ଏହାର ପ୍ରଭାବ ଓଡିଶା ଉପରେ ରହିବ କି ନା , ସ୍ପଷ୍ଟ ହୋଇନି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login