The Ultimate Managed Hosting Platform
ADVERTISEMENT

୭ଟି ପ୍ରସ୍ତାବକୁ କ୍ୟାବିନେଟ ମୋହର

Facebook
Twitter
LinkedIn

ଭୁବନେଶ୍ୱର : ଲୋକ ସେବା ଭବନରେ ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ବୁଧବାର ଓଡ଼ିଶା କ୍ୟାବିନେଟ୍ ସାତଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ସରକାରୀ ସୂତ୍ର ଅନୁଯାୟୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକ ଅପରାହ୍ନରେ ଅନୁଷ୍ଠିତ ହୋଇଥିଲା। ବୈଠକରେ ଆଲୋଚନା ହୋଇଥିବା ପ୍ରସ୍ତାବ ମଧ୍ୟରୁ ସାତଟି ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ କରିଛି। ବୈଠକରେ ନିଆଯାଇଥିବା ନିଷ୍ପତ୍ତିର ବିବରଣୀ ଖୁବ୍ ଶୀଘ୍ର ସରକାର ପ୍ରଦାନ କରିବେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login