The Ultimate Managed Hosting Platform
ADVERTISEMENT

୭ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

Facebook
Twitter
LinkedIn

ଭୁବନେଶ୍ୱର : ୭ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା । କିଛି ଘଣ୍ଟା ଭିତରେ ୭ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । କେନ୍ଦୁଝର ଝାରସୁଗୁଡା, ସୁନ୍ଦରଗଡ, ନୂଆପଡାକୁ ସତର୍କତା । ବରଗଡ , ଦେବଗଡ , ନବରଙ୍ଗପୁରକୁ ମଧ୍ୟ କାଳବୈଶାଖୀ ସତର୍କତା ।ଆଗାମୀ ୨୪ ଘଣ୍ଚାରେ ୨୧ ଜିଲ୍ଲାରେ ହାଲୁକା ଓ ମଧ୍ୟମଧରଣର ବର୍ଷାର ସମ୍ଭାବନା ରହିଛି । ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ନେଇ ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଆସନ୍ତାକାଲି ମଧ୍ୟ ୨୧ ଜିଲ୍ଲାରେ ହାଲୁକା ଓ ମଧ୍ୟମଧରଣର ବର୍ଷାର ସମ୍ଭାବନା ରହିଛି । ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login