The Ultimate Managed Hosting Platform
ADVERTISEMENT

୮ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

Facebook
Twitter
LinkedIn

ଭୁବନେଶ୍ୱର : ଜାନୁଆରୀ ୮ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ । ଦୁଇ ଦିନିଆ ଓଡିଶା ଗସ୍ତରେ ଓଡିଶା ଆସିବେ ନରେନ୍ଦ୍ର ମୋଦି । ୮ତାରିଖ ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ରାଜଭବନ ଯିବେ । ରାଜଭବନରେ ରାତ୍ର ରହଣୀ କରିବେ । ୯ ତାରିଖ ସକାଳ ୯ଟା ୪୫ରେ ରାଜଭବନରୁ ଜନତା ମଇଦାନ ଯିବେ ନରେନ୍ଦ୍ର ମୋଦି । ୯ଟା ୫୫ରେ ଜନତା ମଇଦାନରେ ପହଞ୍ଚିବା ପରେ ୧୮ତମ ପ୍ରବାସୀ ଭାରତୀୟ ସମ୍ମିଳନୀରେ ହେବେ ସାମିଲ । ଦିନ ୧୦ଟାରୁ ୧୧ଟା ୩୦ ପର୍ୟ୍ୟନ୍ତ ପ୍ରବାସୀ ଭାରତୀୟଙ୍କ ସହ ସମୟ ବିତାଇବେ ମୋଦି । ଏହାପରେ ଦିନ ୧୧ଟା ୫୫ରେ ଦିଲ୍ଲୀ ଅଭିମୁଖେ ବାହାରି ଯିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login