The Ultimate Managed Hosting Platform
ADVERTISEMENT

୮୦ ଜୁଆଡି ଅଟକ, ୨୦ କାର ଜବତ

Facebook
Twitter
LinkedIn

ନୂଆପଡା : ଜୁଆ ଆଡ୍ଡା ଉପରେ ପୋଲିସର ବଡଧରଣର ଚଢାଉ । ୮୦ ଜୁଆଡି ଅଟକ, ୨୦ କାର ଜବତ । ନୂଆପଡା ଜିଲ୍ଲା ଖରିଆରରୋଡ ଜୋଙ୍କ ଥାନା ଅନ୍ତର୍ଗତ ଚାଳମୁଡା ଗାଁ ନିକଟରେ ଚାଲିଥିବା ଜୁଆ ଆଡ୍ଡା ଉପରେ ପୋଲିସର ଚଢାଉ । ୨୯ ଲକ୍ଷରୁ ଅଧିକ ଟଙ୍କା ଜବତ ହୋଇଛି । ୭୪ଟି ମୋବାଇଲ ଫୋନ ଏବଂ ଜୁଆ ଖେଳରେ ବ୍ୟବହୃତ ସାମଗ୍ରୀ ମଧ୍ୟ ଜବତ କରାଯାଇଛି । ଘଟଣାର ତଦନ୍ତ ଜାରି ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା...

Login