The Ultimate Managed Hosting Platform
ADVERTISEMENT

୯୮୭୭ ଶିଶୁ ପୁଷ୍ଟିହୀନତାର ଶିକାର

Facebook
Twitter
LinkedIn

ଭୁବନେଶ୍ୱର :ରାଜ୍ୟରେ ୯୮୭୭ ଶିଶୁ ପୁଷ୍ଟିହୀନତାର ଶିକାର । ବିଧାନସଭାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଉତ୍ତର । ପ୍ରତି ଜିଲ୍ଲାରେ ପୁଷ୍ଟିହୀନତାର ଶିକାର ଶିଶୁ ଅଛନ୍ତି । ମୟୂରଭଞ୍ଜ ଜିଲ୍ଲାରେ ସର୍ବାଧିକ ୧୦୭୫ ଶିଶୁ ପୁଷ୍ଟିହୀନତାର ଶିକାର । ୬ ମାସରୁ ୫ ବର୍ଷ ଭିତରେ ୩୦ ଜିଲ୍ଲାରେ ୯୮୭୭ ଶିଶୁ ପୁଷ୍ଟିହୀନତାର ଶିକାର ହୋଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login