ଭୁବନେଶ୍ୱର : ଜେଲରୁ କଏଦୀ ଫେରାର ନେଇ ମୁଖ୍ୟମନ୍ତ୍ରୀଙ୍କ ଲିଖିତ ଉତ୍ତର । ଗତବର୍ଷ ଜୁଲାଇରୁ ଏଯାବତ ୯ଟି ଜେଲରୁ ୧୩ କଏଦୀ ଫେରାର ହୋଇଛନ୍ତି । ଫେରାର କଏଦୀଙ୍କ ମଧ୍ୟରୁ ୬ ଜଣଙ୍କୁ ଧରିପାରିଛି ପୋଲିସ । ବର୍ଷକରେ ୩୧ ଜଣ ବିଚାରାଧୀନ କଏଦୀଙ୍କ ଜେଲରେ ମୃତ୍ୟୁ ହୋଇଛି । ୮ ଜଣ ଆତ୍ମହତ୍ୟା କରିଛନ୍ତି , ୩୯ ଜଣ ଅଭିଯୁକ୍ତ ପୋଲିସ ହେପାଜତରୁ ଚମ୍ପଟ ମାରିଛନ୍ତି ।
Views: 19











