The Ultimate Managed Hosting Platform
ADVERTISEMENT

୯ ଯାଏଁ କାଳବୈଶାଖୀ ତାଣ୍ଡବ

Facebook
Twitter
LinkedIn

ଭୁବନେଶ୍ବର: ରାଜ୍ୟରେ ତାଣ୍ଡବ ରଚୁଛି କାଳବୈଶାଖୀ । ଟ୍ରପ ଲାଇନ ପ୍ରଭାବରେ ସାରା ରାଜ୍ୟକୁ କଲବଲ କରୁଛି କାଳବୈଶାଖୀ ବର୍ଷା । ଦିନରେ ପ୍ରବଳ ଖରା ଆଉ ଅପରାହ୍ନରେ ପ୍ରବଳ ବର୍ଷା । ଆସନ୍ତା ୯ ତାରିଖ ପର୍ୟ୍ୟନ୍ତ ଏପରି ପାଗ ଜାରି ରହିବାକୁ ଥିବାବେଳେ ଆଜି ସର୍ବାଧିକ ପ୍ରଭାବ ଦେଖିବାକୁ ମିଳିବ। ଏଥିପାଇଁ ଗଜପତି, ଗଞ୍ଜାମ, ରାୟଗଡ଼ା ଓ କନ୍ଧମାଳରେ ବର୍ଷା ସାଙ୍ଗକୁ ଝଡ ପବନ ଓ ଘଡଘଡି ବିଜୁଳି ନେଇ ୟଲୋ ଆଲର୍ଟ ଜାରି ହୋଇଛି । ବର୍ଷା ସମୟରେ ୪୦ ରୁ ୫୦ କିମି ବେଗରେ ବହିବ ପବନ । ଆସନ୍ତାକାଲି ଉତ୍ତର, ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବ । ବଙ୍ଗୋପସାଗରରୁ ଆସୁଥିବା ଜଳୀୟବାଷ୍ପ ବର୍ଷା ପାଇଁ ସହାୟକ ହେଉଛି । ୧୦ ତାରିଖ ପରେ ପରେ ସାମୁଦ୍ରିକ ପବନ ରାଜ୍ୟକୁ ପ୍ରବେଶ କରିବ ନାହିଁ । ଫଳରେ ତାପମାତ୍ରା ବୃଦ୍ଧି ପାଇବ ଏବଂ ବର୍ଷା କମିବ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login