The Ultimate Managed Hosting Platform
ADVERTISEMENT

ୱାଟର ପାର୍କରେ ବୋମା ମାଡ. ୭ ଗିରଫ

Facebook
Twitter
LinkedIn

ପୁରୀ : ଚନ୍ଦନପୁର ଥାନା ୱାଟର ପାର୍କରେ ବୋମା ଓ ଗୁଳିମାଡ ଘଟଣା । ପୁରୀ ମାଳତୀପାଟପୁର ଓ୍ଵାଟର ପାର୍କରେ ବୋମାମାଡ଼ ଓ ଗୁଳିକାଣ୍ଡ ଘଟଣା । ଘଟଣାରେ ସଂପୃକ୍ତ ୭ ଜଣଙ୍କୁ ଗିରଫ କଲା ପୋଲିସ । ୩ଟି ଦେଶୀ ବନ୍ଧୁକ ସହ ୪ଟି ଜୀବନ୍ତ ଗୁଳି ଜବତ । ଚନ୍ଦନପୁର ଥାନାର ବିଭିନ୍ନସ୍ଥାନରେ ଚଢ଼ାଉ କରି ଗିରଫ କରାଯାଇଛି । ଏ ନେଇ ଏସଡିପିଓ ସୂଚନା ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login