ସାମାନ୍ୟ ସୁସ୍ଥ ହେବା ପରେ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ଡିସ୍ଚାର୍ଜ କରାଯିବା ସହ ଭୁବନେଶ୍ୱର ଏମ୍ସକୁ ରେଫର୍ କରାଯାଇଛି।
ବାଲେଶ୍ୱର ମେଡିକାଲ୍ରୁ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ଡିସ୍ଚାର୍ଜ କରାଯାଇଛି। ସାମାନ୍ୟ ସୁସ୍ଥ ହେବା ପରେ ତାଙ୍କୁ ଡିସ୍ଚାର୍ଜ କରାଯିବା ସହ ଭୁବନେଶ୍ୱର ଏମ୍ସକୁ ରେଫର୍ କରାଯାଇଛି। ସ୍ୱାସ୍ଥ୍ୟାବସ୍ଥାର ଅଧିକ ଯାଞ୍ଚ ପାଇଁ ଏମ୍ସକୁ ରେଫର୍...
Read more