The Ultimate Managed Hosting Platform
ADVERTISEMENT

କରୋନାରେ ଆକ୍ରାନ୍ତ ହେଲେ ୩୦୦ ପୋଲିସ୍ କର୍ମଚାରୀ

Facebook
Twitter
LinkedIn

ନୂଆଦିଲ୍ଲୀ: ଭାରତର ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ସଂଖ୍ୟା ହୁ ହୁ ହୋଇ ବଢ଼ି ଚାଲିଛି । ମହାମାରୀ ସମୟରେ ସୁରକ୍ଷାରେ ଥିବା କୋଭିଡ୍ ଯୋଦ୍ଧା ମାନଙ୍କ ମଧ୍ୟରେ ଆଜି ୩୦୦ ପୋଲିସ୍ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଥିବା ଜଣାପଡ଼ିଛି । ଏମାନଙ୍କ ମଧ୍ୟରେ ଲୋକ ସମ୍ପର୍କ ଅଧିକାରୀ ଓ ଅତିରିକ୍ତ କମିଶନର ଚିନ୍ମୟ ବିଶ୍ୱାଳ ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ମାନଙ୍କୁ ଅଇସୋଲେସନରେ ରଖାଯାଇଛି ।

ତେବେ ଦିଲ୍ଲୀ ପୋଲିସ ବିଭାଗରେ ୮୦ ହଜାର କର୍ମଚାରୀ କାର୍ଯ୍ୟ କରୁଛନ୍ତି । ତେଣୁ ପୋଲିସ୍ କମିଶନର ରାକେଶ ଆସ୍ତାନା କରୋନା ସଂକ୍ରମଣକୁ ରୋକିବା ପାଇଁ ଏସ୍‌ଓପି ଜାରି କରିବା ସହିତ ଡ଼୍ୟୁଟି ସମୟରେ ମାସ୍କ ବ୍ୟବହାର କରିବା, ବାରମ୍ବାର ହାତ ଧୋଇବା, ସାନିଟାଇଜ କରିବା ଓ ଦୂରତା ରକ୍ଷା କରିବାକୁ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଛନ୍ତି । ଏଥି ସହ ପରିବାର ଲୋକଙ୍କର ଟିକାକରଣ କରାଇବାକୁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login