The Ultimate Managed Hosting Platform
ADVERTISEMENT

ରାଜୁ ଶ୍ରୀବାସ୍ତବଙ୍କ ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ

Facebook
Twitter
LinkedIn

ବଲିଉଡ୍‌ର ଷ୍ଟାଣ୍ଡଅପ୍ କମେଡିଆନ୍ ରାଜୁ ଶ୍ରୀବାସ୍ତବଙ୍କ ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗୁରୁବାର ରାତି ୧୦ଟାରେ ରାଜୁଙ୍କ ପତ୍ନୀ ଶିଖା ଶ୍ରୀବାସ୍ତବଙ୍କୁ ଫୋନ୍ କରି ରାଜୁଙ୍କ ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ । ଏହା ସହ ଚିକିତ୍ସା ପାଇଁ ଯଥା ସମ୍ଭବ ସାହାଯ୍ୟ ଯୋଗାଇ ଦେବାକୁ କହିଛନ୍ତି। ଅପର ପକ୍ଷରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ରାଜୁଙ୍କ ସ୍ଵାସ୍ଥ୍ୟାବସ୍ଥା ଉପରେ ନଜର ରଖିଛନ୍ତି।

ସୂଚନା ଅନୁଯାୟୀ ହାସ୍ୟ ଅଭିନେତା ରାଜୁଙ୍କ ସ୍ଵାସ୍ଥ୍ୟାବସ୍ଥା ବର୍ତ୍ତମାନ ଗମ୍ଭୀର ରହିଛି। ଚେତା ନଫେରିବାରୁ ସେ ଏବେ ଭେଣ୍ଟିଲେଟର ସପୋର୍ଟ ସିଷ୍ଟମରେ ଅଛନ୍ତି। ତାଙ୍କର ସ୍ଵାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସିନାହିଁ। ହୃଦ୍‌ଘାତ ହେବା ଫଳରେ ତାଙ୍କର ବ୍ରେନ୍ ଡ୍ୟାମେଜ୍ ହୋଇଯାଇଛି।

ଗତ ୨ ଦିନ ହେଲା ସେ ଚେତାଶୂନ୍ୟ ଅଛନ୍ତି। ରାଜୁଙ୍କ ଝିଅ ଅନ୍ତରା ଶ୍ରୀବାସ୍ତବ ଏବଂ ବନ୍ଧୁ ସୁନୀଲ ପାଲ ତାଙ୍କ ସ୍ଵାସ୍ଥ୍ୟାବସ୍ଥାର ଅପଡେଟ୍ ଦେଇ ପ୍ରାର୍ଥନା କରିବାକୁ ଅପିଲ୍ କରିଛନ୍ତି। ରାଜୁଙ୍କ ଚିକିତ୍ସା କରୁଥିବା କାର୍ଡିଓଲୋଜିଷ୍ଟ ଡଃ ସନ୍ଦୀପଙ୍କ ମୁତାବକ ହୃଦ୍‌ଘାତ ହେବାର ୪୮ ଘଣ୍ଟା ମଧ୍ୟରେ ରାଜୁ ଗୋଟିଏ ଥର ପାଦ ହଲାଇଛନ୍ତି। ଯାହାକି ଏକ ଭଲ ସଙ୍କେତ ବୋଲି ଡାକ୍ତର କହିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

ADVERTISEMENT
ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

Login