The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ରୁପା ଛାଉଣୀ ହେବ ସିଂହଦ୍ୱାର, ମରାମତି ହେବ ରତ୍ନ ପଲଙ୍କ

Facebook
Twitter
LinkedIn

ପୁରୀ : ରଥଯାତ୍ରା ସମୟରେ ରୂପା ଦ୍ୱାରା ଆଚ୍ଛାଦିତ ହେବ ସିଂହଦ୍ୱାର । ୮ଟି ଦ୍ୱାର ଭଳି ରୂପାରେ ଆଚ୍ଛାଦିତ ହେବ ସିଂହଦ୍ୱାର । ଜୟବିଜୟ, ବେହରଣ ଦ୍ୱାର ଭଳି ରୂପା ଛାଉଣୀ ହେବ ସିଂହଦ୍ୱାର । ସୈାନ୍ଦ ର୍ଯ୍ୟକରଣ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି । ମରାମତି ହେବ ମହାପ୍ରଭୁଙ୍କ ରତ୍ନ ପଲଙ୍କ । ଗୁରୁତ୍ୱପୁର୍ଣ୍ଣ ମିଟିଂ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସୂଚନା । ଉଭୟ କାର୍ଯ୍ୟ ରଥ ଯାତ୍ରା ଅବଧି ମଧ୍ୟରେ ସାରିବାକୁ ନିଷ୍ପତ୍ତି । ରୁପା ଛାଉଣୀ ପାଇଁ ଆବଶ୍ୟକ ରୁପା ଦାତା ଯୋଗାଇ ଦେବେ । କେତେ ରୂପା ଲାଗିବ ଜଣାଇବା ପରେ ଦାତା ଦେବେ । ସେ ସମୟରେ ଉତ୍ତର ଦ୍ୱାର ଦେଇ ପ୍ରବେଶ ବ୍ୟବସ୍ଥା ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login