The Ultimate Managed Hosting Platform
ADVERTISEMENT

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା : ବାଲେଶ୍ୱରରେ ପଶ୍ଚିମବଙ୍ଗର ଡାକ୍ତରୀ ଦଳ

Facebook
Twitter
LinkedIn

ବାଲେଶ୍ୱର : ବାଲେଶ୍ୱର ଡାକ୍ତର ଖାନାପେ ଉପସ୍ଥିତ ଅଛନ୍ତି ପଶ୍ଚିମବଙ୍ଗ ଡାକ୍ତରୀ ଦଳ । ବାଲେଶ୍ୱର ଡାକ୍ତରଖାନାରେ ୨୦୦ରୁ ଅଧିକ ଆହତ ଚିକିତ୍ସାଧୀନ । ପଶ୍ଚିମବଙ୍ଗର ୩୬ଟି ଆମ୍ବୁଲାନ୍ସ ମଧ୍ୟ ବାଲେଶ୍ୱର ମେଡିକାଲରେ ମହଜୁଦ ।
ଏଯାଏଁ ୨୩୮ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବାବେଳେ ଉଦ୍ଧାର କାର୍ୟ୍ୟ ଏବେବି ଜାରି ରହିଛି । ତେଣୁ ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ । ଏହାସହ ଗୁରୁତର ଆହତ ଓ ଆହତଙ୍କୁ ବାଲେଶ୍ୱର, ଭଦ୍ରକ, ସୋର, ଖନ୍ତାପଡା ମେଡିକାଲରେ ଭର୍ତ୍ତି କରି ଚିକିତ୍ସା କରାଯାଉଥିବା ଦକ୍ଷିଣ-ପୂର୍ବ ରେଳ ବିଭାଗର ସୂଚନା ଦେଇଛି । ଘଟଣାସ୍ଥଳରେ ଉଦ୍ଧାର କାର୍ୟ୍ୟରେ ଲାଗିଛନ୍ତି ଏନଡିଆରଏଫ୍, ଏସଡିଆରଏଫ୍ ସହ ଅଗ୍ନିଶମ ବିଭାଗ ।ଏଥିରେ ମହିଳା ସୁରକ୍ଷାବଳ ମଧ୍ୟ ନିୟୋଜିତ ହୋଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login