ବାଲେଶ୍ୱର : ବାହାନଗା ଦୁର୍ଘଟଣା ସ୍ଥଳରେ ମମତା-ବୈଷ୍ଣବ କଥା କଟାକଟି । ପଶ୍ଚିମବଙ୍ଗ ମୁଖମମନ୍ତ୍ରୀ ମମତା ବାନାର୍ଜୀ ଓ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କଥା କଟାକଟି । ମୃତକଙ୍କ ସଂଖ୍ୟା ନେଇ କଥାକଟାକଟି ହେଲେ ୨ ନେତା । ମୃତ୍ୟୁ ସଂଖ୍ୟା ୫ ଶହ ହେବ ବୋଲି କହିଥିଲେ ମମତା ବାନାର୍ଜୀ । ୫ ଶହ ନୁହେଁ ମୃତ୍ୟୁ ସଂଖ୍ୟା ୨୩୮ କହିଥିଲେ ଅଶ୍ୱିନୀ ବୈଷ୍ଣବ । ଆହୁରି ୩ ଟି ବଗିରେ ମୃତଦେହ ଥିବା କହିଲେ ମମତା । ଉଦ୍ଧାର କାର୍ଯ୍ୟ ଶେଷ ହୋଇଗଲାଣି ଜବାବ ଦେଇଥିଲେ ବୈଷ୍ଣବ । ଆଣ୍ଟି କୋଲିସନ୍ ସିଷ୍ଟମ ଥିଲେ ଦୁର୍ଘଟଣା ଘଟି ନ ଥାନ୍ତା କହିଲେ ମମତା । ତେଣୁ ମୃତ୍ୟୁ ସଂଖ୍ୟା ସଠିକ୍ ତଥ୍ୟ ଦେବାକୁ ଘଟଣାସ୍ଥଳରେ ଅଶ୍ୱିନୀଙ୍କୁ କହିଛନ୍ତି ମମତା । ଏହାବ୍ୟତୀତ ରେଲୱେ ଦେଶର ଏକ ଗୁରୁତ୍ୱପୂର୍ଣ୍ଣ । ଏଥିପାଇଁ ସରକାର ସମ୍ପୂର୍ଣ୍ଣ ଉତ୍ତରଦାୟୀ ରହିବା ଉଚିତ ବୋଲି କହିଛନ୍ତି ମମତା । ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀଙ୍କ ମଧ୍ୟରୁ ଏବେଯାଏଁ ୧୨ଜଣ ବଙ୍ଗୀୟ ଯାତ୍ରୀଙ୍କୁ ଚିହ୍ନଟ କରାଯାଇଛି । ତେବେ ମୃତକଙ୍କ ମଧ୍ୟରେ ୬୦ ପ୍ରତିଶତ ବଙ୍ଗୀୟ ଯାତ୍ରୀ ଥିବା ଅନୁମାନ କରିଛନ୍ତି ମମତା ।
କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା : ମମତା-ବୈଷ୍ଣବ କଥା କଟାକଟି
Facebook
Twitter
LinkedIn
Facebook
Twitter
LinkedIn
Recent News
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...
Intrigue_certaine_et_défis_majeurs_avec_casino_spinania_pour_parieurs_audacieux
Intrigue certaine et défis majeurs avec casino spinania pour parieurs audacieuxL’Évolution des Jeux de Casino en LigneL'Impact des Nouvelles Technologies...
Detailed_guidance_on_navigating_arionplay_gcash_login_for_seamless_transactions
Detailed guidance on navigating arionplay gcash login for seamless transactionsUnderstanding the Arionplay and GCash ConnectionThe Importance of Account SecurityStep-by-Step Guide...







