The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ନିଆଁରେ ପୋଡି ହୋଇ ମହିଳା ଗୁରୁତର

Facebook
Twitter
LinkedIn

ମୋହନା: ଗଜପତି ଅଡବା ଥାନା ଡେଙ୍ଗାସଖାଲ ପଞ୍ଚାୟତ ଅନ୍ତର୍ଗତ ରାଇଜୁକା ଗ୍ରାମରେ ଅଘଟଣ । ସ୍ୱାମୀ ଇଟା ଭାଟିରେ ନିଆଁ ଲଗାଉଥିବା ବେଳେ ପୋଡ଼ି ହୋଇ ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି । ଆହତ ମହିଳା ଜଣକ ହେଲେ ରାଇଜୁକା ଗାଁର ଆନନ୍ଦ ବସ୍ତରାୟଙ୍କ ସ୍ତ୍ରୀ ସୁପ୍ରିୟା ବସ୍ତରାୟ । ସ୍ୱାମୀଙ୍କ ସୂଚନା ଅନୁଯାୟୀ, ଇଟାଭାଟିରେ ନିଆଁ ଲଗାଇବା ବେଳେ ସୁପ୍ରିୟା ପଛପଟେ ଥିଲେ । ହଠାତ୍ ସୁପ୍ରିୟାଙ୍କ ଦେହରେ ଅସାବଧନତା ବଶତଃ ନିଆଁ ଲାଗିଯାଇଥିବା ଦେଖି ସେ ଲିଭାଇବା ପାଇଁ ଚେଷ୍ଟା କରିଥିଲେ କିନ୍ତୁ ସେତେବେଳେ ସୁପ୍ରିୟାଙ୍କ ଦେହର ୭୦ ଭାଗ ପୋଡ଼ିଯାଇଥିଲା । ସଙ୍ଗେ ସଙ୍ଗେ ତାଙ୍କୁ ମୋହନା ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login