ଭୁବନେଶ୍ୱର : ବିଜୁଳି କାଟ୍ ସମସ୍ୟା ନେଇ ମୁଖ୍ୟଶାସନ ସଚିବଙ୍କ ବୈଠକ । ବୈଠକ ପରେ ଡିସକମ୍ ମାନଙ୍କୁ ମୁଖ୍ୟ ଶାସନ ସଚିବଙ୍କ ନିଦେ୍ର୍ଦଶ । କାଳବୈଶାଖୀ ପରେ ପୁନରୁଦ୍ଧାର କାର୍ଯ୍ୟ ଶୀଘ୍ର କରିବାକୁ ନିଦେ୍ର୍ଦଶ । ଯେଉଁଠି ବିଦ୍ୟୁତ ସମସ୍ୟା ହେଉଛି , ତୁରନ୍ତ ସମାଧାନ ପାଇଁ ନିଦେ୍ର୍ଦଶ । ବିଜୁଳି କାଟ ସମସ୍ୟାକୁ ଦୂର କରିବା ପାଇଁ ତତକାଳ ପଦକ୍ଷେପ ନେବା ପାଇଁ ଶକ୍ତି ବିଭାଗ ଓ ବିଦ୍ୟୁତ ବିତରଣ କମ୍ପାନୀଙ୍କୁ ନିର୍ଦ୍ଦେଶକ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ଶକ୍ତି ବିଭାଗ ଓ ବିତରଣ କମ୍ପାନୀ ମଧ୍ୟରେ ସମନ୍ଵୟ ରଖି ବିଦ୍ୟୁତ ଯୋଗାଇ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।ସୋସିଆଲ୍ ମିଡିଆରେ ଆସୁଥିବା ଅଭିଯୋଗକୁ ଗୁରୁତର ସହ ନେଇ ଯଥାଶୀଘ୍ର ସମାଧାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକରେ ରାଜ୍ୟର ବିଦ୍ୟୁତ ବିତରଣ କମ୍ପାନୀର CEO ଓ ଶକ୍ତି ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ବାରମ୍ବାର ବିଜୁଳି କାଟ ଜନିତ ସମସ୍ୟାର ସମାଧାନ ନେଇ ସମୀକ୍ଷା କରିଥିଲେ ମୁଖ୍ୟ ସଚିବ ।
ବିଜୁଳି ସମସ୍ୟା ସମାଧାନ ପାଇଁ ମୁଖ୍ୟ ଶାସନ ସଚିବଙ୍କ ବୈଠକ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







