The Ultimate Managed Hosting Platform
ADVERTISEMENT

୭ ଜିଲ୍ଲାକୁ ବର୍ଷା ସତର୍କତା

Facebook
Twitter
LinkedIn

ଭୁବନେଶ୍ୱର : ୭ ଜିଲ୍ଲାକୁ ଘଡଘଡି ସହ ବର୍ଷା ନେଇ ସତର୍କତା ଜାରି । ୩ ଘଣ୍ଟା ପାଇଁ ସତର୍କ ରହିବାକୁ ଏସଆରସିଙ୍କ କାର୍ଯ୍ୟାଳୟର ପରାମର୍ଶ । ନୟାଗଡ , କଟକ , ଖୋର୍ଦ୍ଧା , ପୁରୀ , ଜଗତସିଂହପୁର, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ସତର୍କ ସୂଚନା ।
କାଳବୈଶାଖୀ ବର୍ଷାରେ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ଗଞ୍ଜାମ, ଗଜପତି ଓ ନୟାଗଡ଼ରେ ଝିପି ଝିପି ବର୍ଷା ସହ ପବନ ଜାରି ରହିଛି । ଆଜି ଉପକୂଳରେ ମେଘ ସମୁହ ଏକାଠି ହେଉଥିବା ବେଳେ, ଦିନ ତମାମ ଆକାଶ ମେଘାଚ୍ଛନ୍ନ ରହିବ ବୋଲି ଆକନ କରିଛି ପାଣିପାଗ ବିଭାଗ । ଝିପି ଝିପି ବର୍ଷାରୁ ଅସହ୍ୟ ଗରମ ଓ ଗୁଳିଗୁଳିରୁ ସାମାନ୍ୟ ଆଶ୍ବସ୍ତି ମିଳିଛି । ସେପଟେ ପଶ୍ଚିମ ଓଡ଼ିଶାରେ ଜାରି ରହିଛି ତାତି । ଆଜି ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ବଲାଙ୍ଗୀରରେ ସିଭିୟର ହିଟ୍ ଓ୍ବେଭ୍ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login