The Ultimate Managed Hosting Platform
ADVERTISEMENT

ଦର୍ପଦଳନ ରଥର ଅଖରେ ଫାଟ

Facebook
Twitter
LinkedIn

ପୁରୀ: ଦର୍ପଦଳନ ରଥ ଅଖରେ ଫାଟ। ପଛୁଆଣି ଅଖ ବା ସାନଉଛୁଳା ଅଖରେ ଫାଟ ଥିବା ଦେଖିବାକୁ ମିଳିଛି। ପୂର୍ବରୁ ଫାଟ ଥିବା ବେଳେ ଏହାକୁ କ୍ଲାମ୍ପ ଦିଆଯାଇଥିଲା। କିନ୍ତୁ ବର୍ତ୍ତମାନ ଏହି ଫାଟ ଅଧିକ ଦିଶୁଛି। ଅଖରେ ଥିବା ବଟମ୍ ପ୍ୟାକିଂ ଓ କ୍ଲାମ୍ପ ଫିଟିଂ କରାଯାଇଛି। ଯେହେତୁ ଫାଟ ରହିଛି ତେଣୁ ଏବେ ଅଖଟି ଦୁର୍ବଳ ଥିବା ଜଣାପଡ଼ିଛି। କିନ୍ତୁ ମହାରଣା ସେବକମାନେ ଏହା ଏକ ସାଧାରଣ ଘଟଣା। ଏହାଦ୍ବାରା କୌଣସି ଅସୁବିଧା ହେବ ନାହିଁ ବୋଲି ସେମାନେ କହୁଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login