The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଆଜିଠୁ ଯୁକ୍ତ ୩ ନାମଲେଖା ଆବେଦନ

Facebook
Twitter
LinkedIn

ଭୁବନେଶ୍ବର: ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ତିନିରେ ନାମଲେଖା ପାଇଁ ଆବେଦନ । ଜୁଲାଇ ୪ ତାରିଖ ଯାଏ ଚାଲିବ ଆବେଦନ ପ୍ରକ୍ରିୟା । ଜୁଲାଇ ୧୪ରେ ପ୍ରଥମ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ । ଜୁଲାଇ ୨୭ରେ ଦ୍ବିତୀୟ ପର୍ୟ୍ୟାୟ ମେଧା ତାଲିକା ପ୍ରକାଶ ପାଇବାକୁ ଥିବାବେଲେ ଅଗଷ୍ଟ ୩ରେ ତୃତୀୟ ପର୍ୟ୍ୟାୟ ମେଧା ତାଲିକା ପ୍ରକାଶ ପାଇବ । ସେହିପରି ଅଗଷ୍ଟ ୨୧ରେ ଚତୁର୍ଥ ପର୍ୟ୍ୟାୟ, ସେପ୍ଟେମ୍ବର ୧ରେ ପଞ୍ଚମ ଓ ସେପ୍ଟେମ୍ବର ୧୩ରେ ଷଷ୍ଠ ମେଧା ତାଲିକା ପ୍ରକାଶ ପାଇବ । ଏନେଇ ଉଚ୍ଚ ଶିକ୍ଷା ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି । ସାମ୍ସ ଓ୍ବେବସାଇଟରେ ଛାତ୍ରଛାତ୍ରୀ ଆବେଦନ କରିପାରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login