The Ultimate Managed Hosting Platform
ADVERTISEMENT

ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୮ ବଖରା ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

Facebook
Twitter
LinkedIn

ମୋହନା : ଅଗ୍ନିକାଣ୍ଡରେ ଜଳିଗଲା ଆଠ ବଖରା ଘର। ଗଜପତି ଜ଼ିଲ୍ଲା ମୋହନା ଥାନା ଅନ୍ତର୍ଗତ ବେତିଙ୍ଗ ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘାଟି ତିନୋଟି ପରିବାରର ଆଠ ବଖରା ଘର ଭଶ୍ମିଭୂତ ହୋଇଯାଇଛି।ଅଗ୍ନିକାଣ୍ଡରେ ରମେଶ ମଳିକ, ସଞ୍ଜୟ ମଳିକ ଏବଂ ହରିକୃଷ୍ଣ ମଳିକଙ୍କ ବ୍ୟାପକ ସମ୍ପତ୍ତି ନଷ୍ଟ ହୋଇଛି । ସଞ୍ଜୟ ମଳିକଙ୍କ ୬ ଟି କୁକୁଡ଼ା ମରିଯାଇଥିବା ବେଳେ ହରିକୃଷ୍ଣ ମଳିକ ଘରେ ରଖିଥିବା ୫୦ ହଜାର ଟଙ୍କା ପୋଡି ପାଉଁଶ ହୋଇଯାଇଛି। ଖବର ପାଇ ମୋହନା ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ତେଵେ ପ୍ରାଥମିକ ତଦନ୍ତରୁ ସର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login