The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଓଡିଶା ଛୁଇଁଲା ମୈାସୁମୀ

Facebook
Twitter
LinkedIn

ଭୁବନେଶ୍ୱର : ଓଡିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୈାସୁମୀ ବାୟୁ । ମାଲକାନଗିରି , କୋରାପୁଟ , ଗଜପତି ଜିଲ୍ଲା ଛୁଇଁଲା ମୈାସୁମୀ । ଆଗାମୀ ୨ ଦିନ ମଧ୍ୟରେ ସାରା ଓଡିଶାକୁ ଅଗ୍ରସର ହେବ । ମୈାସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା । ଦୁଇ ଦିନ ଭିତରେ ସାରା ରାଜ୍ୟରେ ମୌସୁମୀର ପ୍ରଭାବ ଦେଖିବାକୁ ମିଳିବ । ଏହା ପ୍ରଭାବରେ ସାରା ଓଡିଶାରେ ବର୍ଷା ଜାରି ରହିଛି । ବିଶେଷ କରି ଉପକୂଳ ଓଡିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ମାଲକାନଗିରିରେ ୬୦ ପ୍ରତିଶତରୁ ଅଧିକ ବର୍ଷା ହୋଇଛି । ସେହିପରି ଭୁବନେଶ୍ୱରରେ ମଧ୍ୟ ୬୦ ପ୍ରତିଶତରୁ ଅଧିକ ବର୍ଷା ରେକର୍ଡ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login