The Ultimate Managed Hosting Platform
ADVERTISEMENT

ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତ ବିଦା

Facebook
Twitter
LinkedIn

ନବରଙ୍ଗପୁର : ପ୍ରଶାନ୍ତ ରାଉତଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର । ପ୍ରଶାନ୍ତଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର । ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତ । ୨ ଦିନ ତଳେ ପ୍ରଶାନ୍ତ ରାଉତଙ୍କୁ ଗିରଫ କରିଥିଲା ଭିଜିଲାନ୍ସ । ବିପୁଳ ଆୟ ବର୍ହିଭୂତ ସମ୍ପତ୍ତି ଠାବ ପରେ ଗିରଫ କରାଯାଇଥିଲା । ନଗଦ ୩ କୋଟି ଟଙ୍କା ସହ ୫ କୋଟିରୁ ଅଧିକ ସମ୍ପତ୍ତି ମିଳିଥିଲା । ଆୟଠାରୁ ୫୦୦% ରୁ ଅଧିକ ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ । ଭୁବନେଶ୍ୱର ଓ କଟକର ପ୍ରାଇମ୍ ଲୋକେସନରେ ୪ଟି ପ୍ଲଟ୍ ଅଛି । ଉମରକୋଟରେ ରଖିଛନ୍ତି ଗୋଟିଏ ବେନାମୀ ପ୍ଲଟ୍ । ଦୁଇଟି ବେନାମୀ ଆକାଉଣ୍ଟ ଖୋଲି ଲାଞ୍ଚ ଟଙ୍କା ନେଉଥିଲେ ପ୍ରଶାନ୍ତ ରଉତ । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ତାଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଓଡିଆ ଛାତ୍ରୀଙ୍କୁ ପଶ୍ଚିମବଙ୍ଗରେ ଗଣଦୁଷ୍କର୍ମ

ଓଡିଆ ଛାତ୍ରୀଙ୍କୁ ପଶ୍ଚିମବଙ୍ଗରେ ଗଣଦୁଷ୍କର୍ମ

କୋଲକତା : ପଶ୍ଚିମବଙ୍ଗ ଦୁର୍ଗାପୁରର ଏକ ମେଡିକାଲ କଲେଜ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ । ଅବସ୍ଥା ଗୁରୁତର ଥିବାରୁ ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ । ଡିନର...

ADVERTISEMENT

Login