The Ultimate Managed Hosting Platform
ADVERTISEMENT

ଫାଇଭ ଟି ସଚିବଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବାକୁ ବିଜେପିର ଦାବି

Facebook
Twitter
LinkedIn

ଭୁବନେଶ୍ୱର: ଫାଇଭ ଟି ସଚିବଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କଲା ବିଜେପି । ମୁଖ୍ୟମନ୍ତ୍ରୀ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ ବୋଲି ଦାବି କଲେ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ ତାଙ୍କୁ ନିଲମ୍ବନ କିମ୍ବା ମୁଖ୍ୟମନ୍ତ୍ରୀ ତାଙ୍କୁ ନିଲମ୍ବନ କିମ୍ବା ବହିଷ୍କାର କରନ୍ତୁ , ନ ହେଲେ କେନ୍ଦ୍ରକୁ ଜଣାଇବୁ । କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟମନ୍ତ୍ରୀଙ୍କର ସତସାହସ ଅଛି କି ବୋଲି ପ୍ରଶ୍ନ କରିଛନ୍ତି ମୋହନ ମାଝୀ । ଯଦି ସରକାର ଗଣତନ୍ତ୍ର ବଞ୍ଚାଇବାକୁ ଚାହୁଁଛନ୍ତି ତୁରନ୍ତ ଆକ୍ସନ ନିଅନ୍ତୁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଏସସିବିରେ ମହିଳା ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ ଅଭିଯୋଗ

ଏସସିବିରୁ ସୁସ୍ଥ ହୋଇ ଘରକୁ ଫେରିଲେ ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ

କଟକ : ଡିସଚାର୍ଜ ହେଲେ ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ । ଜୁଲାଇ ୧୨ ତାରିଖରେ ଏଫ୍ଏମ୍ କଲେଜରେ ଛାତ୍ରୀ ଆତ୍ମହୂତି ଦେବା ବେଳେ ଉଦ୍ଧାର...

ଜାନୁଆରୀରୁ ବିକ୍ରି ହୋଇ ପାରିବ ପାର୍ଟ ପ୍ଲଟ ; ସୁରେଶ ପୂଜାରୀ

ବନ୍ୟା : ରିପୋର୍ଟ ଆସିବାର ୨୪ ଘଣ୍ଟା ମଧ୍ୟରେ ମିଳିବ ସହାୟତା

ଭୁବନେଶ୍ୱର : କ୍ଷୟକ୍ଷତି ରିପୋର୍ଟ ଆସିବାର ୨୪ ଘଣ୍ଟାରେ ମିଳିବ ବନ୍ୟା ସହାୟତା । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା ।...

ADVERTISEMENT
ବରପଦା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କୁ ମାଡ , ସସପେଣ୍ଡ କରିଥିବାରୁ ଆକ୍ରମଣ ଅଭିଯୋଗ

ବରପଦା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କୁ ମାଡ , ସସପେଣ୍ଡ କରିଥିବାରୁ ଆକ୍ରମଣ ଅଭିଯୋଗ

ଭଦ୍ରକ : ବରପଦା ଇଞ୍ଜିନିୟରିଂ କଲେଜର ଡିପ୍ଲୋମା ଅଧ୍ୟକ୍ଷଙ୍କୁ ଆକ୍ରମଣ । ନିଲମ୍ବିତ କର୍ମଚାରୀ ଓ ସହଯୋଗୀଙ୍କ ସଂଘବଦ୍ଧ ଭାବେ ଆକ୍ରମଣ ଅଭିଯୋଗ । ଅଧ୍ୟକ୍ଷ ଗଙ୍ଗାଧର...

Login