The Ultimate Managed Hosting Platform
ADVERTISEMENT

ରେଳ ଟ୍ରାକରୁ ମହିଳାଙ୍କ ମୃତଦେହ ଉଦ୍ଧାର

Facebook
Twitter
LinkedIn

ଭୁବନେଶ୍ୱର : ରେଳ ଟ୍ରାକରୁ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର । ଭିଏସଏସ ନଗର ଲେବୁଲ କ୍ରସିଂ ନିକଟ ଟ୍ରାକରୁ ମୃତଦେହ ଉଦ୍ଧାର । ମହିଳାଙ୍କ ପରିଚୟ ଅସ୍ପଷ୍ଟ । କିଛି ସମୟ ତଳେ ଟ୍ରେନ ଲାଇନ ପାଖରେ ବସିଥିଲେ । ଟ୍ରେନ ଲାଇନ ପାଖରେ ବସି କାନ୍ଦୁଥିବାର କିଛି ଲୋକ ଦେଖିଥିଲେ ।

ଅବକାରୀ ଆଇଆଇସିଙ୍କୁ ମାଫିଆଙ୍କ ସଂଘବଦ୍ଧ ଆକ୍ରମଣ
ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login