The Ultimate Managed Hosting Platform
ADVERTISEMENT

ବାହାନଗା ଟ୍ରେନ ଟ୍ରାଜେଡି; ଏମସରେ ରହିଛି ୪୦ରୁ ୪୧ ମୃତଦେହ

Facebook
Twitter
LinkedIn

ଭୁବନେଶ୍ୱର: ବାହାନଗା ଟେନ୍ର ଦୁର୍ଘଟଣା । ଏମସରେ ଏବେବି ରହିଛି ୪୦ରୁ ୪୧ ଅଚିହ୍ନା ଶବ । ୪୦-୪୧ ଅଚିହ୍ନା ଶବ ରହିଥିବା କହିଲେ ଏମସ ନିଦେ୍ର୍ଦଶକ ଡ. ଆଶୁତୋଷ ବିଶ୍ୱାସ । ଯେଉଁମାନେ ଶବ ନେବାକୁ ଆସୁଛନ୍ତି ସେମାନଙ୍କ ଡିଏନଏ ଟେଷ୍ଟ ହେଉଛି । ଡିଏନଏ ସାମ୍ପଲ ମ୍ୟାଚ ହେଲେ ମୃତଦେହ ଦିଆଯାଉଛି । ଏହା ଏକ ନିରନ୍ତର ପ୍ରକ୍ରିୟା। ଏବେ ମୃତକଙ୍କ ସଂପର୍କୀୟ କମ୍ ଲୋକ ଆସୁଛନ୍ତି। ଦିନେ ଦୁଇ ଦିନରେ ଜଣେ ଦୁଇ ଜଣ ସଂପର୍କୀୟ ଆସୁଛନ୍ତି। ଶବ ଚିହ୍ନଟ ହୋଇପାରୁଛି। କିନ୍ତୁ ଲୋକ ନେବା ପାଇଁ ଆସୁନାହାନ୍ତି। ଶବ ହସ୍ତାନ୍ତର ସଂପର୍କରେ ସମସ୍ତଙ୍କୁ ବିଭିନ୍ନ ମାଧ୍ୟମରେ ସୂଚନା ଦିଆଯାଉଛି। ଶବଗୁଡ଼ିକୁ ସୁରକ୍ଷିତ ଭାବେ ସଂରକ୍ଷିତ କରି ରଖାଯାଇଛି। ଆହୁରି ଅନେକ ଦିନ ଶବ ସଂରକ୍ଷିତ କରି ରଖାଯାଇପାରିବ। ବର୍ତ୍ତମାନ ସୁଦ୍ଧା ସମୂହ ଶବ ଦାହ ପାଇଁ କୌଣସି ନିଷ୍ପତ୍ତି ହୋଇନାହିଁ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login