ଭୁବନେଶ୍ୱର : ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପାଣିପାଗ କେନ୍ଦ୍ରର ସୂଚନା । ୨୪ ତାରିଖରେ ଘୂର୍ଣ୍ଣିବଳୟ ଏବଂ ପରବର୍ତ୍ତୀ ୨୪ ଘଣ୍ଟାରେ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ଓ ତତସଲଂଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୨୫ରୁ ବଢିବ ବର୍ଷାର ପରିମାଣ ଓ ବିସ୍ତୃତି ।

Views: 61