The Ultimate Managed Hosting Platform
ADVERTISEMENT

OCS-୨୦୨୧ ରେଜଲ୍ଟ ଉପରେ ହାଇକୋର୍ଟଙ୍କ ଅଙ୍କୁଶ

Facebook
Twitter
LinkedIn

ଭୁବନେଶ୍ୱର : ଓଡିଶା ସିଭିଲ ସର୍ଭିସ ୨୦୨୧ ରେଜଲ୍ଟ ଉପରେ ଅନ୍ତରୀଣ ଅଙ୍କୁଶ । ରେଜଲ୍ଟ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଲେ ହାଇକୋର୍ଟ । ବିନା ଅନୁମତିରେ ଫଳ ପ୍ରକାଶ ନ କରିବାକୁ ଓପିଏସସିକୁ ନିଦେ୍ର୍ଦଶ । ଚୟନ ପ୍ରକ୍ରିୟା ଜାରି ରହିଲେ ବି ଫଳ ପ୍ରକାଶ ନ କରିବାକୁ ନିଦେ୍ର୍ଦଶ । ଜଣେ ଦିବ୍ୟାଙ୍ଗ ପ୍ରାର୍ଥୀଙ୍କ ଆବେଦନକୁ ଗ୍ରହଣ କରି ନିଦେ୍ର୍ଦଶ । ଆସନ୍ତା ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପରବର୍ତ୍ତୀ ଶୁଣାଣି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login