The Ultimate Managed Hosting Platform
ADVERTISEMENT

ପ୍ରଶ୍ନପତ୍ର ଲିକର ଗୁମର ଫିଟିବ :ଏସପି

Facebook
Twitter
LinkedIn

ଭୁବନେଶ୍ୱର : ଖୁବଶୀଘ୍ର ଓଏସଏସସି ପ୍ରଶ୍ନପତ୍ର ଲିକର ଗୁମର ଖୋଲିବ । ସୂଚନା ଦେଲେ ବାଲେଶ୍ୱର ଏସପି ସାଗରିକା ନାଥ । ରାଜ୍ୟ ବାହାରର ମାଷ୍ଟରମାଇଣ୍ଡଙ୍କ ପାଖରେ ପହଞ୍ଚô ପାରିଛି ପୋଲିସ । ଶହେରୁ ଅଧିକ ଆଶାୟୀଙ୍କ ତାଲିକା ମାଗିଛି ଓଏସଏସସି । ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନକୁ ଟାର୍ଗେଟ କରୁଥିଲେ ଦଲାଲ ।ହ୍ୱାଟସଆପ, ଅନ୍ୟ ନେଟୱର୍କିଂ ମାଧ୍ୟମରେ ଯାଉଥିଲା ପ୍ରଶ୍ନପତ୍ର । ଓଡିଶା ଷ୍ଟାଫ ସିଲେକ୍ସନର ଅଧିକାରୀଙ୍କ ସମ୍ପୃକ୍ତି ନାହିଁଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login