The Ultimate Managed Hosting Platform
ADVERTISEMENT

ଡାକ୍ତରୀ ଏକ ବୃତ୍ତି ନୁହେଁ ଏକ ବ୍ରତ – ରାଷ୍ଟ୍ରପତି

Facebook
Twitter
LinkedIn

କଟକ : ଏସସିବି ମେଡିକାଲ କଲେଜ ବାର୍ଷିକ ଉତ୍ସବରେ ରାଷ୍ଟ୍ରପତିଙ୍କ ବକ୍ତବ୍ୟ ।କଟକକୁ ବିଶ୍ୱ ପ୍ରସିଦ୍ଧ ପାଇଁ ଏସସିବିର ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି । ଏହା ଆଜି ଭାରତର ଅଗ୍ରଣୀ ମେଡିକାଲ କଲେଜ ଓ ହସ୍ପିଟାଲ । ସାରା ଦେଶରେ ଆଜି ଏହି ଅନୁଷ୍ଠାନର ପ୍ରସିଦ୍ଧି ରହିଛି । ଆଜି ଏସସିବି ମେଡିକାଲ କଲେଜ ଏକ ମିନି ଇଣ୍ଡିଆ । ମୋ ବିଚାରରେ ଡାକ୍ତରୀ ଏକ ବୃତ୍ତି ନୁହେଁ , ଏକ ବ୍ରତ । ଡାକ୍ତର , ଶିକ୍ଷକ ଓ ଓକିଲଙ୍କୁ ଗାଁ ଗହଳିରେ ଭଗବାନ ମାନନ୍ତି । ଡାକ୍ତର ପ୍ରବୀଣ ହେବା ସହ ଲୋକଙ୍କ ପ୍ରତି ଦରଦ ଥିବା ଆବଶ୍ୟକ । ଡାକ୍ତରଙ୍କୁ ନରରୂପି ନାରାୟଣ କୁହାଯାଇଥାଏ । ଅନୟ ମାନେ ଲୋକଙ୍କ ସେବା କରିପାରିବେ କିନ୍ତୁ ଯନ୍ତ୍ରଣା ଦୂର କରିପାରିବେନି । କେବଳ ଜଣେ ଡାକ୍ତର ହିଁ ଲୋକଙ୍କ ଯନ୍ତ୍ରଣା ଦୂର କରିପାରିବ । ଡାକ୍ତରଙ୍କ ପାଇଁ ଲୋକଙ୍କ ଆୟୁ ବଢିଛି, ମାତୃଶିଶୁ ମୃତ୍ୟୁହାର କମିଛି । ଡାକ୍ତରଙ୍କ ପାଇଁ ଆମେ ବହୁମୂଲ୍ୟ ଜୀବନ ବଞ୍ଚାଇ ପାରିଛୁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login