ଝାରସୁଗୁଡା : ବାରହା ଫାଶରେ ପଡି ଯୁବକଙ୍କ ମୃତ୍ୟୁ । ବାରହା ଶିକାର ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର । ରେଙ୍ଗାଲି ଥାନା ସେନଲିଆ ଗାଁରେ ଘଟିଛି ଏଭଲି ଘଟଣା । ମୃତକ ହେଉଛନ୍ତି ଛବିଳ ସାଂ । ଗାଧୋଇ ଯାଇଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲେ ।
ସ୍ୱାମୀକୁ ଛୁରୀ ଭୁସି ହତ୍ୟା
Views: 64

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...
ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...
ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...
ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...