The Ultimate Managed Hosting Platform
ADVERTISEMENT

ଆଜି ହେବନି ବନକଲାଗି ନୀତି

Facebook
Twitter
LinkedIn

ପୁରୀ: ବନକଲାଗି ବିବାଦ । ଆଜି ହେବନି ନୀତିକାନ୍ତି । ଆଜି ବି ହେବନି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର । ବନକଲାଗି ନୀତିକୁ ନେଇ ବିବାଦ ଥମିବାର ନାଁ ନେଉନି । ଦତ୍ତ ମହାପାତ୍ର ଆଜି ବନକଲାଗି ନୀତି କରିବା ପାଇଁ ପ୍ରସ୍ତୁତ ଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମନା କରାଯାଇଥିବା ସମ୍ପୃକ୍ତ ସେବକ ପ୍ରକାଶ କରିଛନ୍ତି । ଗତକାଲି ବନକ ଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା । କିନ୍ତୁ ଆଜି ନୀତି କରିବାକୁ ଦତ୍ତ ମହାପାତ୍ର ସେବକ ପ୍ରସ୍ତାବ ଦେଇଥିଲେ । ଆଜି ବନକଲାଗି ପାଇଁ ଦତ୍ତ ମହାପାତ୍ର ସେବକ ପ୍ରସ୍ତୁତ ଥିବା ବେଳେ ଶ୍ରୀମନ୍ଦିର କମାଣ୍ଡର ସେମାନଙ୍କୁ ମନା କରିଥିବାରୁ ବେଳେ ଦ୍ଵନ୍ଦ୍ୱ ବଢୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା...

Login