The Ultimate Managed Hosting Platform
ADVERTISEMENT

ସରକାରଙ୍କ ନୂଆ ଘୋଷଣା; ଘର ମରମତି ପାଇଁ ୩ ହଜାର ପାଇବେ ହିତାଧିକାରୀ

Facebook
Twitter
LinkedIn

ଭୁବନେଶ୍ୱର: ଘର ମରାମତି କରିବା ପାଇଁ ୩ ହଜାର ପାଇବେ ହିତାଧିକାରୀ । ବିଜୁ ପକ୍କାଘର ପାଇଥିବା ଓ ନ ପାଇଥିବା ଯୋଗ୍ୟ ହିତାଧିକାରୀଙ୍କ ପାଇଁ ଏହି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଗତ ୨୧ ତାରିଖରେ ହୋଇଥିବା କ୍ୟାବିନେଟ୍ ବୈଠକରେ ଏନେଇ ନିସ୍ପତ୍ତି ହୋଇଥିଲା । ଏଥି ପାଇଁ ସରକାର ୧ ହଜାର ୪୪୪ କୋଟି ଖର୍ଚ୍ଚ କରିବେ । ଆଜି ଏହାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ରାଜ୍ୟର ୩୦ ଲକ୍ଷ ପରିବାର ଏହା ଦ୍ୱାରା ଉପକୃତ ହେବେ । ସରକାରଙ୍କ ଏହି ସହାୟତା ଟଙ୍କା ସିଧା ସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବବୋଲି ଜଣା ପଡ଼ିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login