The Ultimate Managed Hosting Platform
ADVERTISEMENT

ଅସନ୍ତା ୧୦ ତାରିଖରୁ ରାଜ୍ୟର ସମସ୍ତ କଲେଜ, ବିଶ୍ୱବିଦ୍ୟାଳୟ ବନ୍ଦ ରହିବ

Facebook
Twitter
LinkedIn

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ଅହେତୁକ ଭାବେ ବୃନ୍ଧି ହେବାରେ ଲାଗିଛି । ଏହି ସଂକ୍ରମଣକୁ ନଜରରେ ରଖି ଆସନ୍ତା ୧୦ ୍‌ତାରିଖରୁ ରାଜ୍ୟର ସମସ୍ତ କଲେଜ ଓ ବିା୍‌ବ ବିଦ୍ୟାଳୟକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଳେ ଏସଆରସି । କେବଳ ମେଡ଼ିକାଲ କଲେଜ ଓ ନର୍ସିଂ କଲେଜ ଖୋଲା ରହିବ ।


କଲେଜ, ୟୁନିଭର୍ସିଟି, ବୈଷୟିକ ଶିକ୍ଷାନୁଷ୍ଠାନ ଅନଲାଇନ୍ କ୍ଲାସ୍ କରିବେ। କଲେଜ, ୟୁନିଭର୍ସିଟିର ସମସ୍ତ ହଷ୍ଟେଲ ମଧ୍ୟ ୧୦ରୁ ବନ୍ଦ ହେବ। ଚାଲୁ ରହିଥିବା ସବୁ ଅଫଲାଇନ୍ ପରୀକ୍ଷା ଚାଲୁ ରଖିବାକୁ ଅନୁମତି ଦିଆଯାଇଛି। କଲେଜ, ୟୁନିଭର୍ସିଟିର ସମସ୍ତ ଶିକ୍ଷକ, କର୍ମଚାରୀ ଡ୍ୟୁଟି କରିବେ। ଅଫଲାଇନ୍ରେ ଚାଲୁଥିବା ସମସ୍ତ କୋଚିଂ ବନ୍ଦ, ଅନଲାଇନ୍ରେ ଚାଲିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login