ନୂଆଦିଲ୍ଲୀ : ଲାଲକିଲ୍ଲାରେ ନୂଆ ଯୋଜନା ଘୋଷଣା କଲେ ମୋଦି । ବିଶ୍ୱକର୍ମା ଜୟନ୍ତୀରେ ଆସିବ ନୂଆ ଯୋଜନା । ଏହି ଯୋଜନା ଦ୍ୱାରା ବିଶେଷ ବର୍ଗ ଲାଭବାନ୍ ହୋଇପାରିବେ । ସୁନାରୀ, ବୁଣାକାର, ରାଜମିସ୍ତ୍ରୀ, ବାରିକ ଏବଂ ଅନ୍ୟ କୁଶଳୀ କାରିଗରଙ୍କ ପାଇଁ ଆରମ୍ଭ ହେବାକୁ ଯାଉଛି ଏହି ଯୋଜନା । ଏହା ସେମାନଙ୍କୁ ଆର୍ଥିକ ଭାବେ ସଶକ୍ତ କରିବ । ଏହାକୁ ବିଶ୍ୱକର୍ମା ଜୟନ୍ତିଠାରୁ କାର୍ୟ୍ୟକାରୀ କରାଯିବ ବୋଲି ମୋଦୀ ଘୋଷଣା କରିଛନ୍ତି । ୧୩ରୁ ୧୫ ହଜାର କୋଟି ଟଙ୍କାରୁ ଏହି ଯୋଜନା ଆରମ୍ଭ ହେବ ।
Views: 91