The Ultimate Managed Hosting Platform
ADVERTISEMENT

୧୨ ଘଣ୍ଟାରେ ଲଘୁଚାପ !

Facebook
Twitter
LinkedIn

ଭୁବନେଶ୍ୱର : ଆଗାମୀ ୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ଘୁର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ।
ଆଜିଠୁ ପୁଣି ବଢିବ ବର୍ଷା । ବଡ଼ ବର୍ଷା ଆଣିବ ଲଘୁଚାପ। ୧୮ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା। ବର୍ତ୍ତମାନ ଉତ୍ତରପୂର୍ବ ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ୧୮ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login