ଟିଟିଲାଗଡ : କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ ଘଣ୍ଟିଆ ଟିଟିଲାଗଡ ବନ୍ଦ ପାଳନ । ଟିଟିଲାଗଡକୁ ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଦାବିରେ ବନ୍ଦ ପାଳନ । ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ଡାକରା , ଗାଡି ଚଳାଚଳ ବନ୍ଦ । କେବଳ ଜରୁରୀକାଳୀନ ସେବାକୁ ଛାଡ଼ି ଅନ୍ୟ ସମସ୍ତ ସରକାରୀ ଓ ବେସରକାରୀ ଅଫିସ, ସ୍କୁଲ, ବ୍ୟାଙ୍କ, ପେଟ୍ରୋଲ ପମ୍ପ, ଦୋକାନ ବଜାର, ବସ ଓ ସମସ୍ତ ଯାନବାହାନ ବନ୍ଦ ରହିବ ବୋଲି ବୋଲି କ୍ରିୟାନୁଷ୍ଠାନ କମିଟି ସଭାପତି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି।
Views: 103











