The Ultimate Managed Hosting Platform
ADVERTISEMENT

ଅସାବଧାନତାରୁ ଫୁଟିଲା ଗୁଳି, ୩ ଆହତ

Facebook
Twitter
LinkedIn

ରାଜଗାଙ୍ଗପୁର : ସୁରକ୍ଷାକର୍ମୀଙ୍କ ଅସାବଧାନତାରୁ ଫୁଟିଲା ଗୁଳି । ବ୍ୟାଙ୍କ ସୁରକ୍ଷା କର୍ମୀଙ୍କ ବନ୍ଧୁକରୁ ଅସାବଧାନତାରୁ ଫୁଟିଲା ଗୁଳି । ଆହତ ୩ ଗ୍ରାହକ ସ୍ଥାନୀୟ ରାଜଗାଙ୍ଗପୁର ମେଡିକାଲରେ ଭର୍ତ୍ତି । ସମ୍ପୃକ୍ତ ସୁରକ୍ଷାକର୍ମୀଙ୍କୁ ଅଟକ ରଖି ପୋଲିସର ପଚରାଉଚରା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଭୁବନେଶ୍ୱର : ବିଶ୍ୱ ଏଡସ ଦିବସରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ସଚେତନତା ରାଲି ।ପତାକା ଦେଖାଇ ଉଦଘାଟନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟରେ...

Login