The Ultimate Managed Hosting Platform
ADVERTISEMENT

ଚନ୍ଦ୍ରଯାନ -୩: ଅଲଗା ହେଲା ଲ୍ୟାଣ୍ଡର ମୋଡ୍ୟୁଲ

Facebook
Twitter
LinkedIn

ନୂଆଦିଲ୍ଲୀ : ସଫଳତା ପଥେ ଆଉ ପାଦେ ବଢିଲା ଚନ୍ଦ୍ରଯାନ-୩ । ପ୍ରୋପଲସନ ମୋଡ୍ୟୁଲରୁ ଅଲଗା ହେଲା ଲ୍ୟାଣ୍ଡର ମୋଡ୍ୟୁଲ । ଲ୍ୟାଣ୍ଡର ମୋଡ୍ୟୁଲର ଲ୍ୟାଣ୍ଡର ବିକ୍ରମ ଓ ରୋଭର ପ୍ରଜ୍ଞାନ ଅଲଗା । ଅବତରଣ ପୂର୍ବରୁ କକ୍ଷ ପଥରୁ ନିମ୍ନକୁ ଯିବ ଲ୍ୟାଣ୍ଡର ମୋଡ୍ୟୁଲ । କାଲି ଅପରାହ୍ନ ୪ଟା ସୁଦ୍ଧା ନିମ୍ନ କକ୍ଷପଥକୁ ଯିବା ସମ୍ଭାବନା । ଏନେଇ ଇସ୍ରୋ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ପ୍ରପଲସନ ମଡ୍ୟୁଲ ଠାରୁ ଅଲଗା ହୋଇ ଯାତ୍ରା ଜାରି ରଖିଛି ଲ୍ୟାଣ୍ଡର । ଚନ୍ଦ୍ରପୃଷ୍ଠରେ ଅବତରଣ କରିବା ପର‌୍ୟ୍ୟନ୍ତ ଲ୍ୟାଣ୍ଡର ବିକ୍ରମ ଏବେ ଏକୁଟିଆ ତାର ଏହି ଯାତ୍ରା ଜାରି ରଖିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login