The Ultimate Managed Hosting Platform
ADVERTISEMENT

୨ ରାଜ୍ୟ ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା

Facebook
Twitter
LinkedIn

ନୂଆଦିଲ୍ଲୀ : ୨ ରାଜ୍ୟ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ମଧ୍ୟପ୍ରଦେଶ ଓ ଛତିଶଗଡ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା । ବିଧାନସଭା ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ହେଲା ପ୍ରାର୍ଥୀ ଘୋଷଣା । ମଧ୍ୟପ୍ରଦେଶର ମୋଟ ୨୩୦ରୁ ୩୯ ଆସନ ପାଇଁ ପ୍ରାର୍ଥୀ ଘୋଷଣା । ଛତିଶଗଡର ମୋଟ ୯୦ ଆସନ ମଧ୍ୟରୁ ୨୧ ଆସନରେ ପ୍ରାର୍ଥୀ ଘୋଷଣା । ଗତକାଲିର ସିଇସି ମିଟିଂରେ ପ୍ରାର୍ଥୀ ଚୂଡାନ୍ତ ହୋଇଥିବା ଦଳ ପକ୍ଷରୁ ସୂଚନା । ପ୍ରେସ ରିଲିଜ ଜରିଆରେ ସୂଚନା ଦେଲେ ସାଧାରଣ ସମ୍ପାଦକ ଅରୁଣ ସିଂହ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login