The Ultimate Managed Hosting Platform
ADVERTISEMENT

ମାହାଙ୍ଗା ମୃତ୍ୟୁ : ଖେଳ ଶିକ୍ଷକଙ୍କ ଘରେ ପୁଲିସ

Facebook
Twitter
LinkedIn

ମାହାଙ୍ଗା : ମାହାଙ୍ଗାରେ ଦଶମ ଶ୍ରେଣୀ ଛାତ୍ରୀ ମୃତ୍ୟୁ ମାମଲା । ତଦନ୍ତ ପାଇଁ ଖେଳ ଶିକ୍ଷକଙ୍କ ଘରେ ପହଁଚିଲା ପୁଲିସ । ଜଗତସିଂହପୁର ଛେଳିଆଗଡ ଗାଁରେ ତଦନ୍ତକାରୀ ଟିମ୍ । ଗତକାଲି କଟକ ଜିଲ୍ଲା ଏସପି ମିହିର ପଣ୍ଡା ଛାତ୍ରୀ ମୃତ୍ୟୁ ମାମଲାରେ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ । ଆଉ ଆଜି ତଦନ୍ତକାରୀ ଟିମ୍ ସ୍ୱର୍ଣ୍ଣଲତାଙ୍କ ପ୍ରେମିକ ତଥା ଖେଳ ସାରଙ୍କ ଘରେ ପହଞ୍ଚିଛନ୍ତି । ମୃତ୍ୟୁ ପୂର୍ବରୁ ଛାତ୍ରୀ ଜଣଙ୍କ ଚିଠିରେ ଅନେକ କିଛି ଲେଖିଥିଲେ । ଏହାବାଦ ସେ ଆଉ କିଛି କହିଥଲେ କି ମଧ୍ୟ ସେ ନେଇ ପ୍ରଶ୍ନ ଉଠିଛି ।
ଅନ୍ୟପଟେ ମାହାଙ୍ଗା ମାଟ୍ରିକ ଛାତ୍ରୀ ମୃତ୍ୟୁ ମାମଲାରେ ରାଜ୍ୟ ମହିଳା କମିଶନ ନିଜ ଆଡୁ ମାମଲା କରିଛନ୍ତି । ଏହାସହ ଏସପିଙ୍କୁ ଜବାବ ମାଗିଛନ୍ତି ରାଜ୍ୟ ମହିଳା କମିଶନ । ୧୫ ଦିନ ଭିତରେ ଜବାବ ଦେବାକୁ ଏସପିଙ୍କୁ କୁହାଯାଇଛି । ଛାତ୍ରୀଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟଣାରେ କଣ ପଦକ୍ଷେପ ନିଆଯାଇଛି ସେ ନେଇ ଉତର ରଖିବାକୁ କହିଛନ୍ତି ରାଜ୍ୟ ମହିଳା କମିଶନ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login