The Ultimate Managed Hosting Platform
ADVERTISEMENT

ବିପଦ ସଂକେତ ଉପରେ ବୈତରଣୀ

Facebook
Twitter
LinkedIn

ଭଦ୍ରକ : ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବଢୁଛି ବୈତରଣୀ । ଆଖୁଆପଦା ନିକଟରେ ବିପଦ ସଙ୍କେତ ଉପରେ ଜଳସ୍ତର ପ୍ରବାହିତ । ବିପଦ ସଙ୍କେତ ୧୭.୮୩ମି ଥିବାବେଳେ ପ୍ରବାହିତ ହେଉଛି ୧୭.୮୮ ମି ଉପରେ । ଦୁଇ ଦିନ ଧରି ବର୍ଷା ଲାଗି ରହିଥିବାରୁ ଫୁଲୁଛି ବୈତରଣୀ । ବୈତରଣୀ ନଦୀର ବନ୍ୟା ଜଳ ବିଶେଷ କରି ଚାଷୀ କୂଳକୁ ଚିନ୍ତାରେ ପକାଇଛି । ବୈତରଣୀରେ ଦ୍ବିତୀୟ ବନ୍ୟା ଆସିଲେ ଯାଜପୁର ଜିଲ୍ଲାର ଦଶରଥପୁର ପ୍ରତି ବିପଦ ଆଣିବ। ବିଶେଷ କରି ଗତ ୧୦ ଦିନ ମଧ୍ୟରେ ବୈତରଣୀ ନଦୀବନ୍ଧର ଦୁଇଟି ସ୍ଥାନରେ ଧସିଯାଇଛି। ଅଧିକ ବର୍ଷା ହେଲେ ନଦୀବନ୍ଧର ବଳକା ଅଂଶ ଧସିଯାଇ ଜନବସତିକୁ ବନ୍ୟାପାଣି ମାଡ଼ିଯିବାର ଆଶଙ୍କା ରହିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଖବର ଗୁଜବ, ମୁଁ ସୁସ୍ଥ : ଜୁଏଲ ଓରାମ

ଆଉ ନିର୍ବାଚନ ଲଢିବିନି , ଏଥର ଯୁବପିଢୀଙ୍କୁ ସୁଯୋଗ ଦେବି : ଜୁଏଲ

ଭୁବନେଶ୍ୱର : ଆଉ ନିର୍ବାଚନ ଲଢିବିନି କହିଲେ ସୁନ୍ଦରଗଡ ସାଂସଦ ଜୁଏଲ ଓରାମ । ସମ୍ବଲପୁରରେ ଅନୁଷ୍ଠିତ ରୋଜଗାର ମେଳାରେ ଜୁଏଲଙ୍କ ବୟାନ । ଗତ ନିର୍ବାଚନ...

ADVERTISEMENT

Login