The Ultimate Managed Hosting Platform
ADVERTISEMENT

୨୨ରୁ ବିଧାନସଭା, ୩ରେ ଆସିବ ବଜେଟ

Facebook
Twitter
LinkedIn

ଭୁବନେଶ୍ୱର : ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ବିଧାନସଭା ମୈାସୁମୀ ଅଧିବେଶନ । ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୪ ପର୍ଯ୍ୟନ୍ତ ଚାଲିବ ଅଧିବେଶନ । ୩ ତାରିଖରେ ଅତିରିକ୍ତ ବଜେଟ ଆଗତ ହେବା ନେଇ ସୂଚନା । ବିକ୍ରମ ଆରୁଖଙ୍କ ଇସ୍ତଫା ପରେ ଖାଲି ରହିଛି ବାଚସ୍ପତି ପଦ। ତେବେ ଏହି ଦୌଡ଼ରେ ଅନେକ ନାମ ସାମିଲ ଥିବାବେଳେ ୨୧ ତାରିଖର ନିର୍ବାଚନକୁ ସମସ୍ତଙ୍କର ଅପେକ୍ଷା ।ବାଚସ୍ପତି ନିର୍ବାଚନ ପାଇଁ ୧୮ରେ ନାମାଙ୍କନ ଦାଖଲ । ବିକ୍ରମ ଆରୁଖଙ୍କ ଇସ୍ତଫା ପରେ ଖାଲି ରହିଛି ବାଚସ୍ପତି ପଦ। ତେବେ ଏହି ଦୌଡ଼ରେ ଅନେକ ନାମ ସାମିଲ ଥିବାବେଳେ ୨୧ ତାରିଖର ନିର୍ବାଚନକୁ ସମସ୍ତଙ୍କର ଅପେକ୍ଷା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login