କଟକ : କଟକ ମହାନଗର ନିଗମ ୫୯ ନମ୍ବର ୱ।ର୍ଡ଼ ଫୁଲନଖରା ଠାରେ ଥିବା ଲକ୍ଷେଶ୍ୱର ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୧ ତମ ପ୍ରତିଷ୍ଠା ଉତ୍ସବ ଆଜି ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଷ୍ଠା ଉତ୍ସବରେ ବିଦ୍ୟାଳୟର ଅଧ୍ୟକ୍ଷା ଯଶୋଧାରା ମହାପାତ୍ର ବାର୍ଷିକ ବିବରଣୀ ପାଠ କରିବା ସହ ଉତ୍ସବ ରେ ଅଧ୍ୟକ୍ଷତା କରିଥିଲେ । ଆୟୋଜିତ କାର୍ୟ୍ୟକ୍ରମରେ କଟକ ସଦର ବିଧାୟକ ତଥା ପୂର୍ବତନ କ୍ରୀଡାମନ୍ତ୍ରୀ ଚନ୍ଦ୍ର ସାରଥୀ ବେହେରା ମୁଖ୍ୟ ଅତିଥି , କଟକ ସଦର ଉପ ଜିଲ୍ଲାପାଳ ତଥା ଲକ୍ଷେଶ୍ୱର ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସଭାପତି କମଲଜିତ୍ ଦାଶ ମୁଖ୍ୟବକ୍ତା , ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରତିଷ୍ଠା ସ୍ୱାଧୀନଚେତା ମହାନ୍ତି, ପୂର୍ବତନ କର୍ପୋରେଟର ପ୍ରମୋଦ କୁମାର ମହାପାତ୍ର, ୫୯ ନମ୍ବର ୱ।ର୍ଡ଼ର କର୍ପୋରେଟର ମମତା ମହାନ୍ତି ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଫୁଲନଖରା ଅଞ୍ଚଳରେ ଛାତ୍ରୀ ମାନଙ୍କୁ ଉତ୍ତମ ଶିକ୍ଷା ପ୍ରଦାନ କରିବା ସହ ସଂସ୍କାରୀ ହେବା ଦିଗରେ ଅଧ୍ୟକ୍ଷା ଏବଂ ଅନ୍ୟ ଅଧ୍ୟାପିକା ମାନଙ୍କର ପ୍ରଚେଷ୍ଟା ଯୋଗୁଁ ଏହି ବିଦ୍ୟାଳୟର ସୁନାମ ରହିଛି । ବିଭିନ୍ନ କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ଲକ୍ଷେଶ୍ୱର ମହିଳା ଉଚ୍ଚ ମଧ୍ୟମିକ ବିଦ୍ୟାଳୟ, ବର୍ତ୍ତମାନ ଯେଉଁଠାରେ ଛାତ୍ରୀ ମାନଙ୍କୁ ଶିକ୍ଷା ପ୍ରଦାନ କରିଆସୁଛି କାର୍ୟ୍ୟ କରୁଛି, ସେହି ଜମିଟି ଏପର୍ୟ୍ୟନ୍ତ ବିଦ୍ୟାଳୟ ନାମରେ ନଥିବାରୁ ସରକାରଙ୍କ ଆର୍ଥିକ ଅନୁଦାନରୁ ବଞ୍ଚିତ ହେଉଛି । ଏହି ଜମିଟକୁ ତୁରନ୍ତ ଉକ୍ତ ମହିଳା ଉଚ୍ଚ ମଧ୍ୟମିକ ବିଦ୍ୟାଳୟ ନାମରେ କରାଯିବା ପାଇଁ ଅଧ୍ୟକ୍ଷା ଯଶୋଧାରା ମହାପାତ୍ର ମୁଖ୍ୟ ଅତିଥି ବିଧାୟକ ଚନ୍ଦ୍ର ସାରଥୀ ବେହେରା ଏବଂ ଉପ ଜିଲ୍ଲାପାଳ ଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଆୟୋଜିତ ୩୧ ପ୍ରତିଷ୍ଠା ଉତ୍ସବରେ ମୁଖ୍ୟ ଅତିଥି କେକେ କାଟି ଛାତ୍ରୀ ଏବଂ ବିଦ୍ୟାଳୟର ସମସ୍ତ ଅଧ୍ୟାପିକା କର୍ମଚାରୀଙ୍କୁ ଉତ୍ସାହିତ କରିଥିଲେ । ଶେଷରେ ବିଦ୍ୟାଳୟର କୃତୀ ଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥି ସାର୍ଟିଫିକେଟ ସହ ପଦକ ପ୍ରଦାନ କରିଥିଲେ । ଉକ୍ତ କାର୍ୟ୍ୟକ୍ରମରେ ବିପ୍ରଚରଣ ଭୋଳଙ୍କ ସମେତ ସମସ୍ତ ଅଧ୍ୟାପିକା, କର୍ମଚାରୀ , ଛାତ୍ରୀ ମାନେ ସହଯୋଗ କରିଥିଲେ । କଟକ ଫୁଲନଖରା ରୁ ଅମୂଲ୍ୟ କୁମାର ବାରିକଙ୍କ ରିପୋର୍ଟ ଶପଥ ନିୟୁଜ ।
ଲକ୍ଷେଶ୍ୱର ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୧ ତମ ପ୍ରତିଷ୍ଠା ଉତ୍ସବ
Facebook
Twitter
LinkedIn
Facebook
Twitter
LinkedIn
Recent News
Parhaat Sweepstakes Casinon bonukset ilman talletusta oikean rahan palkintoihin elokuussa 2026
Kun olet valinnut talletusvapaan kasinobonuksen ja lunastanut sen (varmista), Pottila alue että täytät kierrätysvaatimukset annetun aikarajan sisällä. Etsitpä sitten uutta...
The official website for Indian players is RajBet Online Casino.
No additional promo code is mandatory for base participation; the bonus relates to the initial deposit and fulfills standard wagering...
Top 10 USA Online Casinos for Real Money support and incident response before launch Gambling in 2026
This blackjack game offers the best odds of any in the US. If the dealer busted with a 22, remaining...
Top Online Casinos for Real Money in 2026
New players in the online gambling world are advised to use cryptocurrency when engaging with top mobile casinos. By depositing...







